୧୩ ଅକ୍ଟୋବର, ରବିବାର: ଘରକୁ ଅତିଥି ଆସି ପାରନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 12, 2019

୧୩ ଅକ୍ଟୋବର, ରବିବାର: ଘରକୁ ଅତିଥି ଆସି ପାରନ୍ତି

ମେଷ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବୃଷ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଅପରାହ୍ଣ ପରେ ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମିଥୁନ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଜୀବନସାଥୀଙ୍କ ସହ ମତାନ୍ତର ହୋଇପାରେ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ସିଂହ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି।ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରକୁ ଅତିଥି ଆସି ପାରନ୍ତି।

ତୁଳା: ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଅଳସୁଆ ଅନୁଭବ କରିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ବିଚ୍ଛା: ଘର ପାଇଁ ଜିନିଷ କିଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ଧନୁ: ଶରୀର ଫୂର୍ତ୍ତି ରହିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ଭଲରେ କଟିବ।

ମକର: ବିବାହ ସ୍ଥିର ହୋପାରେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଅପରାହ୍ଣ ପରେ ଶୁଭ ଖବର ଶୁଣିପାରନ୍ତି।

କୁମ୍ଭ: ପଦୋନ୍ନତି ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ସହକର୍ମୀଙ୍କଠାରୁ ସହଯୋଗ ମିଳିବ।

ମୀନ: ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ ।



from Odisha Reporter https://ift.tt/33rRlf0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages