ଯୁବକଙ୍କୁ ମାରି ଗଛରେ ଟାଙ୍ଗି ଦେଲେ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 7, 2019

ଯୁବକଙ୍କୁ ମାରି ଗଛରେ ଟାଙ୍ଗି ଦେଲେ!

ଅନୁଗୋଳ(ବିରଜା ଦାସ): ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା ଅନ୍ତର୍ଗତ ଗୁରୁଧି ଗାଁର ଆମ୍ବ ତୋଟାରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ହତ୍ୟା ପରେ ତାଙ୍କୁ କେହି ଗଛରେ ଟାଙ୍ଗି ଦେଇଥିବା ସନ୍ଦେହ କରାଯାଉଛି।

ଯୁବକଙ୍କ ମୃତଦେହ ଗଛରେ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ଲାଗି ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2p0io25

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages