ଆଖି ବୁଜିଲା ମହାବଳ ବାଘ  ‘ଶୁଭ୍ରାଂଶୁ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 14, 2019

ଆଖି ବୁଜିଲା ମହାବଳ ବାଘ  ‘ଶୁଭ୍ରାଂଶୁ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନନ୍ଦନକାନନରେ ଥିବା ଧଳା ମହାବଳ ବାଘ  ‘ଶୁଭ୍ରାଂଶୁ’ର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।  କିଛି ଦିନ ହେଲା ଶୁଭ୍ରାଂଶୁ ଯକୃତ ଜନିତ ରୋଗରେ ପୀଡ଼ିତ ଥିଲା । ଶନିବାର ହଠାତ ପଡ଼ିଯିବା ପରେ ଖାଦ୍ୟ ଗ୍ରହଣ କରୁନଥିଲା। OUAT ବିଶେଷଜ୍ଞଙ୍କ ଦ୍ୱାରା ଶୁଭ୍ରାଂଶୁର ଚିକିତ୍ସା ଚାଲିଥିଲା। ହେଲେ ଆଜି ତା’ର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।  ଶୁଭ୍ରାଂଶୁର ମୃତ୍ୟୁକୁ ନେଇ ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନି।



from Odisha Reporter https://ift.tt/2oyq0Jn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages