ଆଜି ମହାପ୍ରଭୁଙ୍କ ବନକଲାଗି ନୀତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 22, 2019

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।

ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ । ମହାପ୍ରଭୁଙ୍କ ଗୁପ୍ତ ସେବା ବନକଲାଗି ନୀତି ପାଇଁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।



from Odisha Reporter https://ift.tt/35YeNCA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages