ଚାଲି ଚାଲି ଯାଉଥିଲେ, ଅଜଣା ଗାଡ଼ି ଧକ୍କା ଦେଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 18, 2019

ଚାଲି ଚାଲି ଯାଉଥିଲେ, ଅଜଣା ଗାଡ଼ି ଧକ୍କା ଦେଲା

ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା-ଧର୍ମଗଡ଼ ମୁଖ୍ୟ ରାସ୍ତାର ଖାଲିଆକାନି ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ  ଦୁର୍ଜନ ମାଝି। ତାଙ୍କ ଘର  ନକଟିକାନି ଗ୍ରାମ ପଞ୍ଚାୟତ ଅମୁର୍ଲାପଦର ଦରଲୀପଡ଼ା ଗାଁରେ।

ଗତକାଲି ରାତି ପ୍ରାୟ ୧୦ଟା ବେଳେ ଦୁର୍ଜନ ଚାଲି ଚାଲି ଯାଉଥିଲେ। ଏହି ସମୟରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ଚାଲି ଯାଇଥିଲା। ତେବେ ଆଜି ସକାଳେ ସ୍ଥାନୀୟ ଲୋକେ ରାସ୍ତା କଡ଼ରେ ମୃତଦେହ ପଡ଼ିଥିବା ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ଗୋଲାମୁଣ୍ଡା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।



from Odisha Reporter https://ift.tt/2BowBIQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages