ପୁରୀ(ଓଡ଼ିଶା ରିପୋର୍ଟର): ବିଶ୍ୱର ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ଅବୁ ବକର ଅଲ୍ ବାଗଦାଦିର ମୃତ୍ୟୁକୁ ନେଇ ପୁରୀ ବେଳାଭୂମିରେ ବାଲୁକା କଳା କରାଯାଇଛି। ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଗଦାଦିର ମୃତ୍ୟୁକୁ ନିଜ କଳା ମାଧ୍ୟମରେ ପ୍ରଦର୍ଶିତ କରିଛନ୍ତି। ଏଥିରେ ବାଗଦାଦିର ବାଲୁକା ଚିତ୍ର ସହ ଏକ ବାର୍ତ୍ତା ମଧ୍ୟ ଦେଇଛନ୍ତି ସୁଦର୍ଶନ। ବିଶ୍ୱରେ ଆତଙ୍କବାଦର କୌଣସି ସ୍ଥାନ ନାହିଁ ବୋଲି ସେ ବାର୍ତ୍ତାରେ ଉଲ୍ଲେଖ କରିଛନ୍ତି।
from Odisha Reporter https://ift.tt/2qQCqgd
No comments:
Post a Comment