ବର୍ଷା ପାଇଁ ସ୍କୁଲ, ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 23, 2019

ବର୍ଷା ପାଇଁ ସ୍କୁଲ, ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା

ବ୍ରଦ୍ମପୁର(ଓଡ଼ିଶା ରିପୋର୍ଟର): ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲିଠୁ ଜାରି ରହିଛି ବର୍ଷା।  ଏଥିଯୋଗୁ ବିଭିନ୍ନ ଅଞ୍ଚଳରେ ପାଣି ଜମି ଯାତାୟତ ବାଧାପ୍ରାପ୍ତ ହୋଇଛି।

ଏହାକୁ ଦୃଷ୍ଟିରେ ରଖି  ଗଞ୍ଜାମ ଜିଲ୍ଲାର ସବୁ ସ୍କୁଲ, ଅଙ୍ଗନବାଡ଼ି କେନ୍ଦ୍ରକୁ ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ସମସ୍ତ ଶିକ୍ଷକ, କର୍ମଚାରୀଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।



from Odisha Reporter https://ift.tt/2BG1bhr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages