ପାରାଦୀପ (ରମାକାନ୍ତ ନାୟକ ): ପାରାଦୀପ ଫୁଲବେଲାରୀ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଟ୍ୟୁସନ୍ ଯାଉଥିବା ଜଣେ ସ୍କୁଲ ଛାତ୍ରଙ୍କ ଉପରେ ଦ୍ରୁତ ଗତିରେ ଆସୁଥିବା ଏକ ହାଇୱା ମାଡ଼ିଗଲା। ଫଳରେ ଘଟଣାସ୍ଥଳରେ ଜଣେ ଛାତ୍ର ପ୍ରାଣ ହରାଇଥିବାବେଳେ ୨ଜଣ ଗୁରୁତର ହୋଇଛନ୍ତି ।
ଗୁରୁତର ଛାତ୍ରଦ୍ୱୟଙ୍କୁ କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । କ୍ଷତିପୂରଣ ଦାବିରେ ଲୋକେ ରାସ୍ତାରୋକ କରିଛନ୍ତି।
from Odisha Reporter https://ift.tt/2MxHnBU
No comments:
Post a Comment