ଟ୍ରକ୍‌ରେ ପିଟି ହେଲା କାର୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 12, 2019

ଟ୍ରକ୍‌ରେ ପିଟି ହେଲା କାର୍‌

ରାୟଗଡ଼ା (ମନୋଜ ପାତ୍ର): ରାୟଗଡ଼ା ସହର ଉପକଣ୍ଠ ଶିରିଗୁଡ଼ା ନିକଟରେ ଟ୍ରକ୍‌ ସହ ଏକ କାର୍‌ର ମୁହାଁମୁହିଁ ଧକ୍କା ହେବାରୁ ୩ ଜଣ ମହିଳାଙ୍କ ସମେତ ୫ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ କାର୍ ଡ୍ରାଇଭର୍ ବି ଅଛନ୍ତି। ସମସ୍ତଙ୍କୁ  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆଜି ସକାଳ ପ୍ରାୟ ୧୦ଟା ବେଳେ ଟିକିରିରୁ କିଛି ଲୋକ ଏହି କାର୍‌ ଯୋଗେ ଜଣେ ରୋଗୀକୁ ନେଇ ରାୟଗଡ଼ା ଡାକ୍ତରଖାନା ଆସୁଥିଲେ। ଏହି ସମୟରେ  ଶିରିଗୁଡ଼ା ନିକଟରେ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ଟ୍ରକ୍‌କୁ ଏହା ସମ୍ମୁଖରୁ ଧକ୍କା ଦେଇଥିଲା। ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/32djvKi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages