ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 2, 2019

ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମହିଳାଜଣଙ୍କ ଘରେ ଏକୁଥିବା ଥିବାବେଳେ ତିନି ଜଣ ଯୁବକ ତାଙ୍କୁ  ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ ହୋଇଛି। ମହିଳାଙ୍କ ସ୍ୱାମୀ ଘରେ ନଥିବାର ସୁଯୋଗ ନେଇ ଦୁର୍ବୃତ୍ତମାନେ ଏଭଳି କାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ମୋଟଙ୍ଗା ଥାନା ପୁଲିସ୍‌ ୩  ଅଭିଯୁକ୍ତଙ୍କୁ ଗିରଫ କରିଛି।



from Odisha Reporter https://ift.tt/2pwGSAc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages