ହୁତୁ ହୁତୁ ହୋଇ ଜଳିଗଲା ହୋଟେଲ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 20, 2019

ହୁତୁ ହୁତୁ ହୋଇ ଜଳିଗଲା ହୋଟେଲ୍

ଭୋପାଲ୍: ହୁତୁ ହୁତୁ ହୋଇ ଜଳିଗଲା ମଧ୍ୟପ୍ରଦେଶ ଇନ୍ଦୋରରେ ଥିବା ବିଜୟ ନଗରର ଗୋଲଡେନ ହୋଟେଲ। ନିଆଁ ଲାଗିବା ବେଳେ କିଛି ଲୋକ ହୋଟେଲ ମଧ୍ୟରେ ଥିଲେ। ହେଲେ ସ୍ଥାନୀୟ ଲୋକଙ୍କ ଦ୍ୱାରା ସେମାନେ ସୁରକ୍ଷିତ ଭାବରେ ଉଦ୍ଧାର ହୋଇଛନ୍ତି। ତେବେ କୌଣସି ପ୍ରାଣହାନୀ କିମ୍ୱା ଆହତର ଖବର ନଥିବା ସୂଚନା ରହିଛି। ହେଲେ ହୋଟେଲଟି ନିଆଁରେ ସମ୍ପୂର୍ଣ୍ଣ ପୋଡ଼ି ହୋଇଯାଇଥିବା ସୂଚନା ରହିଛି। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।

ଘଟଣାସ୍ଥଳରେ ଦମକାଳ ବାହିନୀ ଆସି ନିଆଁକୁ ଆୟତ୍ତ କରୁଥିବା ସୂଚନା ରହିଛି।



from Odisha Reporter https://ift.tt/2BsvI25

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages