୧ ନଭେମ୍ୱର,ଶୁକ୍ରବାର: ବ୍ୟସ୍ତତା ଭିତରେ ଦିନଟି କଟିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 31, 2019

୧ ନଭେମ୍ୱର,ଶୁକ୍ରବାର: ବ୍ୟସ୍ତତା ଭିତରେ ଦିନଟି କଟିବ

ମେଷ: ଅଧିକ ପରିଶ୍ରମ କରିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି।

ବୃଷ:  ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ମନ ଖୁସି ରହିବ।

ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ: ଦିନଟି ଭଲରେ କଟିବ। ନୂତନ ପୋଷାକ କିଣିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ସିଂହ: ମାନ-ସମ୍ମାନ ମିଳିବ। ସୁସ୍ଥ ରହିବେ। ପରିବାରରେ ହସଖୁସିର ପରିବେଶ ରହିବ।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ତୁଳା: ଆତ୍ମବିଶ୍ୱାସ ବଢ଼ିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇ‍ବେ। ଛାତିରେ ଯନ୍ତ୍ରଣା ଅନୁଭବ କରିବେ।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ଧନୁ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ମକର: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ଦୁର୍ଘଟଣା ଯୋଗ ରହିଛି, ତେଣୁ ସତର୍କ ରୁହନ୍ତୁ।

କୁମ୍ଭ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

ମୀନ:  ଶୁଭ ଖବର ଶୁଣି ପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। ବ୍ୟସ୍ତତା ଭିତରେ ଦିନଟି କଟିବ।



from Odisha Reporter https://ift.tt/323Yf8X

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages