ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଦମୋଦର ରାଉତ ବିଜେପିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଦଳର ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ପାଖକୁ ପଠାଇ ଦେଇଛନ୍ତି। ଦଳରେ ତାଙ୍କୁ କୋଣଠେସା କରାଯାଇଥିବା ଅଭିଯୋଗ କରି ସେ ଦଳରୁ ଇସ୍ତଫା ଦେଇଛନ୍ତି।
from Odisha Reporter https://ift.tt/2pswZDn
No comments:
Post a Comment