୩୧ ଅକ୍ଟୋବର,ଗୁରୁବାର: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 30, 2019

୩୧ ଅକ୍ଟୋବର,ଗୁରୁବାର: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି।

ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଧନପ୍ରାପ୍ତି ଯୋଗ ରହିଛି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ନୂଆ କାମ ଆରମ୍ଭ କରନ୍ତୁ ନାହିଁ।

ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ। ବାପା-ମା’ଙ୍କ ଆଶୀର୍ବାଦ ମିଳିବ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ମାନସମ୍ମାନ ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ତୁଳା:  ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା: ମନ ଖୁସି ରହିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ: ଦିନଟି ଏତେଟା ଭଲରେ କଟିବ ନାହିଁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ଘରକୁ ଅତିଥି ଆସିପାରନ୍ତି।

ମକର: ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ବିବାହ ସ୍ଥିର ହୋଇପାରେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସହଯୋଗ ମିଳିବ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପଦୋନ୍ନତିର ଯୋଗ ରହିଛି।

ମୀନ:  ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।



from Odisha Reporter https://ift.tt/34b6W2K

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages