ହିନ୍ଦୁ ଦେବାଦେବୀଙ୍କ ଫଟୋ ପୋଡ଼ି ଯୁବକ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 8, 2019

ହିନ୍ଦୁ ଦେବାଦେବୀଙ୍କ ଫଟୋ ପୋଡ଼ି ଯୁବକ ଗିରଫ

ରାୟଗଡ଼ା : ହିନ୍ଦୁ ଦେବାଦେବୀଙ୍କ ଫଟୋ ପୋଡ଼ି ଘଟଣାରେ ରାୟଗଡ଼ା ପୁଲିସ୍‌ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଅଭିଯୁକ୍ତ ଜଣକ ହେଲେ ଟିକିରି ଥାନା ପଞ୍ଚାଲି ଗାଁର ଅଗସ୍ତି ଗରଡ଼ା।

ସୂଚନା ଅନୁସାରେ, କିଛି ଦିନ ପୂର୍ବେ ଅଗସ୍ତି ଅନ୍ୟ କିଛି ଯୁବକଙ୍କ ସହିତ ମିଶି ଡକ୍ଟର ବି.ଆର୍ ଆମ୍ୱେଦକରଙ୍କ ଫଟୋ ପୂଜା କରିବା ସହିତ ହିନ୍ଦୁ ଦେବାଦେବୀଙ୍କ ଫଟୋ ପୋଡ଼ିଥିଲେ।

ଏହି ଘଟଣାର ଭିଡିଓ ଭାଇରାଲ୍‌ ହେବାପରେ ରାୟଗଡ଼ାରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ପୁଲିସ୍‌ ଏହି ମାମଲା ତଦନ୍ତ ଆରମ୍ଭ କରି ଜଣକୁ ଗିରଫ କରିଥିବାବେଳେ ଅନ୍ୟମାନଙ୍କୁ ଖୋଜୁଥିବା ରାୟଗଡ଼ା ଏସ୍‌ପି ସୂଚନା ଦେଇଛନ୍ତି।

 



from Odisha Reporter https://ift.tt/2AUaCtl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages