ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଦିନ ୧୦ଟା ୩୦ ପର୍ଯ୍ୟନ୍ତ ୩ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ ଓ କନ୍ଧମାଳ।
from Odisha Reporter https://ift.tt/2qcebZu
No comments:
Post a Comment