୨୬ ଅକ୍ଟୋବର,ଶନିବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 25, 2019

୨୬ ଅକ୍ଟୋବର,ଶନିବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ବୃଷ:  ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ମିଥୁନ: ଘରେ ହସଖୁସିର ପରିବେଶ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

କର୍କଟ: ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଅସୁସ୍ଥ ଅନୁଭବ କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ମାନ-ସମ୍ମାନ ମିଳିବ।

ତୁଳା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବିଚ୍ଛା: ମାଲି ମକଦ୍ଦମାରେ ବିଜୟୀ ହେବେ। ଯାନବାହନ କିଣିପାରନ୍ତି।  ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ଧନୁ: ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ମକର: ବିବାହ ସ୍ଥିର ହୋଇପାରେ। ଅଳସୁଆ ଅନୁଭବ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କୁମ୍ଭ: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମୀନ: ବ୍ୟସ୍ତତା ଭିତରେ ଦିନଟି କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି।



from Odisha Reporter https://ift.tt/2qLHJ0x

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages