ସାମୁଦ୍ରିକ ଝଡ଼ ‘ହଗିବିସ୍‌’ର ତାଣ୍ଡବ: ୧୧ ମୃତ, ୧୭ ନିଖୋଜ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 12, 2019

ସାମୁଦ୍ରିକ ଝଡ଼ ‘ହଗିବିସ୍‌’ର ତାଣ୍ଡବ: ୧୧ ମୃତ, ୧୭ ନିଖୋଜ

ଟୋକିଓ: ଜାପାନରେ ସାମୁଦ୍ରିକ ଝଡ଼ ‘ହଗିବିସ୍’ ତାଣ୍ଡବ ରଚାଇଛି। ଏହି  ଝଡ଼ ଟୋକିଓର ଇଜୁ ଦ୍ୱୀପରେ ସ୍ଥଳଭାଗ ଛୁଇଁବା ପରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି।  ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୭ ଜଣ ନିଖୋଜ ଅଛନ୍ତି।

ଏହାସହ ଟୋକିଓ, ଇଜୁ ଓ ସିଲୁଓକାରେ ବନ୍ୟା ସ୍ଥିତି ସୃଷ୍ଟି ହେବା ସହ ଭୂସ୍ଖଳନ ହୋଇଛି। ପ୍ରବଳ ବର୍ଷା ଓ ପବନ ଯୋଗୁ ବିଦ୍ୟୁତ୍‌ ସରବରାହ ପ୍ରଭାବିତ ହୋଇଛି। ଅନ୍ଧାରରେ ୮ ଲକ୍ଷରୁ ଅଧିକ ଲୋକ ରହିଛନ୍ତି। ଏଠାରେ ଜନଜୀବନ ଏକପ୍ରକାର ଅସ୍ତବ୍ୟସ୍ତ ହୋଇପଡ଼ିଛି।



from Odisha Reporter https://ift.tt/2ILOGEP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages