୪୮ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 6, 2019

୪୮ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ୪୮ ଘଣ୍ଟା ମଧ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

ପାଣିପାଗ ବିଶେଷଜ୍ଞ ଲକ୍ଷ୍ମୀକାନ୍ତ ଗିରି କହିଛନ୍ତି,“ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ଆସନ୍ତ ୪୮ ଗଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବର୍ଷାର ପରିମାଣ ଓ ଅବଧି କମ୍ ରହିବ। ତେଣୁ ଦଶହରା ପୂଜା ମଉଜ ଫିକା ପଡ଼ିବ ନାହିଁ।”

ସୂଚନାଯୋଗ୍ୟ, ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିବା ବର୍ଷାକୁ ଦେଖି ପୂଜା ମଉଜ ଫିକା ପଡ଼ିବା ନେଇ ଲୋକଙ୍କ ମନରେ ଆଶଙ୍କା ସୃଷ୍ଟି ହୋଇଛି।



from Odisha Reporter https://ift.tt/33aiYsU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages