ଜୁଆ ଆଡ୍ଡା ଉପରେ ଚଢ଼ଉ; ୩୯ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 13, 2019

ଜୁଆ ଆଡ୍ଡା ଉପରେ ଚଢ଼ଉ; ୩୯ ଗିରଫ

ମୋହନା(ମିହିର ଯତି): ଗଜପତି ଜିଲ୍ଲା ମୋହନା ନିକଟରେ ଥିବା ବଣିକ ସଂଘ ଘରେ ପୁଲିସ୍ ଚଢ଼ଉ କରି ୩୯ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୨ଲକ୍ଷ ୫୭ ହଜାର ଟଙ୍କା ଓ ୨୯ଟି ମୋବାଇଲ ଜବତ କରାଯାଇଛି। ଅଭିଯୁକ୍ତମାନେ ମୋହନା, ଅଡବା ଓ ଲୁହାଗୁଡ଼ି ଅଞ୍ଚଳର ବୋଲି ଜଣାପଡ଼ିଛି।

ଗତକାଲି ସନ୍ଧ୍ୟାରେ ବଣିକ ସଂଘ ଘରେ ଜୁଆ ଖେଳ ଚାଲୁଥିବା ମୋହନା ପୁଲିସ୍ କୌଣସି ସୂତ୍ରରୁ ଖବର ପାଇଥିଲା। ଆଇଇଆଇସି ସୁଜିତ କୁମାର ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ଚଢ଼ଉ କରି ୩୯ ଜଣ ଜୁଆଡିଙ୍କୁ ଗିରଫ କରିଥିଲା। ଆଜି ସେମାନଙ୍କୁ କୋର୍ଟଚାଲାଣ କରାଯିବ।



from Odisha Reporter https://ift.tt/2OLjNEA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages