ବିସିସିଆଇ ବସ୍ ହେଲେ ସୌରଭ ଗାଙ୍ଗୁଲି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 22, 2019

ବିସିସିଆଇ ବସ୍ ହେଲେ ସୌରଭ ଗାଙ୍ଗୁଲି

ମୁମ୍ୱାଇ: ଆଜିଠୁ ବିସିସିଆଇରେ ଆରମ୍ଭ ହେଲା ସୌରଭ ଯୁଗ। ବୋର୍ଡ ଅଫ୍ କଣ୍ଟ୍ରୋଲ ଫର୍ କ୍ରିକେଟର (ବିସିସିଆଇ) ସଭାପତି ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ସୌରଭ ଗାଙ୍ଗୁଲି। ୩୯ତମ ଅଧ୍ୟକ୍ଷ ଭାବେ ସୌରଭ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି। ଫଳରେ ସୁପ୍ରିମ୍ କୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସନିକ କମିଟି (ସିଓଏ)ର ୩୩ମାସ ଧରି ଚାଲିଥିବା ଶାସନ ଶେଷ ହୋଇଛି। ବିସିସିଆଇର ଅଧ୍ୟକ୍ଷ ପଦ ପାଇଁ ଗାଙ୍ଗୁଲିଙ୍କ ନାମାଙ୍କନ ସର୍ବସମ୍ମତିକ୍ରମେ ହୋଇଛି।



from Odisha Reporter https://ift.tt/31xvm4U

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages