୧୪ ଅକ୍ଟୋବର, ସୋମବାର: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 13, 2019

୧୪ ଅକ୍ଟୋବର, ସୋମବାର: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ

ମେଷ: ବିଦେଶ ଯାତ୍ରା ପାଇଁ ଯୋଜନା କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ବୃଷ: ଅଧିକ ପରିଶ୍ରମ କରିବେ। କୌଣିସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମିଥୁନ: ବ୍ୟବସାୟରେ ଲାଭ ମିଳିବ। ଘର ପାଇଁ ଜିନିଷ କିଣି ପାରନ୍ତି। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

କର୍କଟ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇ ପାରନ୍ତି।

ସିଂହ: ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ।

କନ୍ୟା: ଅସୁସ୍ଥ ଅନୁଭବ କରିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ।

ତୁଳା: ଭାଗ୍ୟ ବୃଦ୍ଧି ହେବ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।

ବିଛା: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ମନ ବିଚଳିତ ରହିବ।

ଧନୁ: ବନ୍ଧୁଙ୍କ ସହ କୌଣସି କଥାକୁ ନେଇ ମତାନ୍ତର ହୋଇପାରେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବୁଝି ବିଚାରି କାମ କରନ୍ତୁ।

ମକର: ଖର୍ଚ୍ଚ ବଢ଼ିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପରିବାରରେ ହସ ଖୁସିର ବତାବରଣ ରହିବ।

କୁମ୍ଭ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଭଲ ରହିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମୀନ: ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ ବଢ଼ିବ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।



from Odisha Reporter https://ift.tt/2B6REiX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages