ଦଶହରା ଛୁଟିରେ ନୂଆ ଗାଡ଼ି ରେଜିଷ୍ଟ୍ରେସନ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 2, 2019

ଦଶହରା ଛୁଟିରେ ନୂଆ ଗାଡ଼ି ରେଜିଷ୍ଟ୍ରେସନ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁର୍ଗାପୂଜା ଅବସରରେ ଯେଉଁମାନେ ନୂଆ ଗାଡ଼ି କିଣିଛନ୍ତି, ସେମାନେ ୫ ଓ ୭ ତାରିଖରେ ଗାଡ଼ି ରେଜିଷ୍ଟ୍ରେସନ୍ କରିପାରିବେ। ଏହି ୨ ଦିନ ଆର୍‌ଟିଓ ଅଫିସ ଗୁଡ଼ିକ ଅପରାହ୍ଣ ୩ଟା ରୁ ୫ଟା ପର୍ଯ୍ୟନ୍ତ ଖୋଲା ରହିବ। ଏନେଇ ପରିବହନ କମିଶନରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

ଏଥିସହ ବିନା ରେଜିଷ୍ଟ୍ରେସନରେ ଯେପରି ଗାଡ଼ି ବିକ୍ରି ନ ହୁଏ, ସେ ନେଇ ତଦାରଖ କରିବାକୁ କମିଶନର ଆରଟିଓ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଅକ୍ଟୋବର ୫ରୁ ୮ତାରିଖ ପର୍ଯ୍ୟନ୍ତ ପୂଜା ଛୁଟି ଥିବାରୁ ଏହି ଦିନରେ ଡ୍ରାଇଭିଂ ଲାଇସେନ୍ସ, ଲର୍ଣ୍ଣିଂ ଲାଇସେନ୍ସ ପ୍ରଦାନ କରାଯିବନି।



from Odisha Reporter https://ift.tt/2o2Ahgl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages