ଏହି ଦୁଇଟି ଜିଲ୍ଲାରେ ହେବ ବର୍ଷା ସହ ଘଡ଼ଘଡ଼ି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 7, 2019

ଏହି ଦୁଇଟି ଜିଲ୍ଲାରେ ହେବ ବର୍ଷା ସହ ଘଡ଼ଘଡ଼ି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବ। ଏହି ସମୟରେ ଘଡ଼ଘଡ଼ି ମାରିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ସେଥିପାଇଁ ଦିନ ୧୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି ।



from Odisha Reporter https://ift.tt/2LWxOxl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages