ଦୁର୍ଘଟଣାରେ ଚାଲିଗଲା ବିଜୟଙ୍କ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 12, 2019

ଦୁର୍ଘଟଣାରେ ଚାଲିଗଲା ବିଜୟଙ୍କ ଜୀବନ

ଆନନ୍ଦପୁର(ମୁନା ସିଂହ): କେନ୍ଦୁଝର ଜିଲ୍ଲା ଏନ୍‌ଏଚ୍‌ ୨୦ ସାଇଁକୁଳ ଛକ ନିକଟରେ ଭାରସାମ୍ୟ ହରାଇ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବାଇକ୍‌ ଚାଳକଙ୍କ ମୁତ୍ୟୁ ଘଟିଛି। ତାଙ୍କ ନାଁ  ବିଜୟ ଜେନା। ତାଙ୍କ ଘର ବାତୋ ପଞ୍ଚାୟତ ଅଞ୍ଜର ଗାଁରେ।

ବିଜୟ କୌଣସି କାମରେ ଗତକାଲି ସନ୍ଧ୍ୟାରେ ଆନନ୍ଦପୁର ଆସି ଘରକୁ ଫେରିବା ସମୟରେ ସାଇଁକୁଳ ଛକ ନିକଟରେ ତାଙ୍କ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ସାଇଁକୁଳ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଥିଲା। ହେଲେ କଟକ ଯିବା ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା।



from Odisha Reporter https://ift.tt/33yVw8X

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages