ବିଜେପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 23, 2019

ବିଜେପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ

ବରଗଡ଼(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ବିଜେପୁର ବିଧାନସଭା ଉପନିର୍ବାଚନ ଫଳାଫଳ।ସକାଳ ଆଠଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ଏଥିପାଇଁ ୧୪ଟି ଟେବୁଲ୍ ଓ ଗୋଟିଏ ରାଉଣ୍ଡ ଟେବୁଲର ବ୍ୟବସ୍ଥା କରାଯାଇଛି। ସମୁଦାୟ ୨୧ଟି ରାଉଣ୍ଡରେ ଭୋଟ ଗଣତି ହେବାକୁ ଥିବା ବେଳେ ଏଥିପାଇଁ ୧୨୦ ଜଣ କର୍ମଚାରୀ ନିଯୁକ୍ତ ହୋଇଛନ୍ତି।

ପ୍ରତି ଟେବୁଲରେ ଜଣେ ଲେଖାଏ କାଉଣ୍ଟିଂ ସୁପରଭାଇଜର, କାଉଣ୍ଟିଂ ଆସିଷ୍ଟାଣ୍ଟ୍ ଓ ମାଇକ୍ରୋ ଅବ୍ଜରଭର୍ ରହିବେ। ସମଗ୍ର ଆର୍ଏମ୍ସି ପରିସରକୁ ତ୍ରିସ୍ତରୀୟ ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଘଟିବା ପାଇଁ ୧ ପ୍ଲାଟୁନ୍ ଓଏସ୍ଏପି, ୧ କଂପାନୀ ସିଆରପିଏଫ୍ ଓ ସ୍ଥାନୀୟ ପୁଲିସର ପାଟ୍ରୋଲିଂ ଦଳ ନିୟୋଜିତ ହୋଇଛନ୍ତି।



from Odisha Reporter https://ift.tt/2pJlk3x

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages