କଲୋନୀରେ ବୁଲୁଛି କଲରାପତରିଆ ବାଘ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 13, 2019

କଲୋନୀରେ ବୁଲୁଛି କଲରାପତରିଆ ବାଘ

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ବଡ଼ମାଲ ଗୋଳାବାରୁଦ କାରଖାନା ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। ଗତ କିଛି ଦିନ ହେଲା ଗୋଳାବାରୁଦ କାରଖାନା କର୍ମଚାରୀମାନେ ବସବାସ କରୁଥିବା କଲୋନୀରେ କଲରାପତରିଆ ବାଘ ବୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ।

ଗତକାଲି ସନ୍ଧ୍ୟାରେ ଟାଇପ୍ ୨୪ ଫେଜ୍ ନିକଟରେ ମଧ୍ୟ କଲରାପତରିଆ ବାଘ ବୁଲୁଥିବା ଲୋକେ ଦେଖିବାକୁ ପାଇଥିଲେ। କ୍ୟାମେରାରେ ମଧ୍ୟ ବାଘ ବୁଲୁଥିବା ଫଟୋ କଏଦ ହୋଇଛି।

ଏହି ଘଟଣା ପ୍ରଘଟ ହେବା ପରେ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ଏସଂପର୍କରେ ରେଞ୍ଜର୍ କିଛି ଜାଣିନଥିବା କହିଛନ୍ତି।



from Odisha Reporter https://ift.tt/2B7KomW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages