୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 31, 2019

୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ

ବାଲିଗୁଡ଼ା(ଅଜିତ୍ ନାୟକ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଜଣେ ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି।  ଅଭିଯୁକ୍ତଜଣକ ନାବାଳକ ବୋଲି ଜଣାପଡ଼ିଛି।

ଗତକାଲି ଶିଶୁକନ୍ୟା ଘର ଆଗରେ ଖେଳୁଥିବା ବେଳେ ପଡ଼ୋଶୀ ଘରର ନାବାଳକ ପ୍ରଲୋଭନ ଦେଖାଇ ତାକୁ ନିଛାଟିଆ ସ୍ଥାନକୁ ନେଇ ଯାଇ ଦୁଷ୍କର୍ମ କରିଥିଲା।  ଶିଶୁ କନ୍ୟା ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ କହିଥିଲା। ପରିବାର ଲୋକେ ଗତକାଲି ରାତିରେ ଏନେଇ ଥାନାରେ ଅଭିଯୋଗ କରିଥିଲେ।  ପୁଲିସ୍ ପୋକ୍ସ ଆକ୍ଟରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ନାବାଳକ ଫେରାର୍ ହୋଇଯାଇଛି। ପୀଡ଼ିତା ଶିଶୁକନ୍ୟାର ଡାକ୍ତରୀ ମାଇନା କରାଯାଇଛି। ଅଭିଯୁକ୍ତ ନାବାଳକକୁ ଧରିବା ପାଇଁ ପୁଲିସ୍‌ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛି।



from Odisha Reporter https://ift.tt/2PDtNzR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages