ବାଡ଼ ଭାଙ୍ଗି ପୋଲ ତଳକୁ ଖସିଲା ଟ୍ରକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 6, 2019

ବାଡ଼ ଭାଙ୍ଗି ପୋଲ ତଳକୁ ଖସିଲା ଟ୍ରକ୍‌

ବଲାଙ୍ଗିର (ମନୋରଞ୍ଜନ ଯୋଶୀ): ବଲାଙ୍ଗିର ଜିଲ୍ଲା ତୁଷୁରା ନିକଟରେ ଗତ ରାତିରେ ତେଲ ନଦୀ ପୋଲ ଉପରୁ ଏକ ଟ୍ରକ୍ ତଳକୁ ଖସି ପଡିଛି । ଗାଡ଼ିରେ ଥିବା ଡ୍ରାଇଭର ଓ ହେଲପର୍‌ଙ୍କ ସମ୍ପର୍କରେ କୌଣସି ସୂଚନା ମିଳିପାରିନାହଁ । ସେମାନଙ୍କୁ ଉଦ୍ଧାର ପାଇଁ ଅଗ୍ନିଶନ ବାହିନୀ କର୍ମଚାରୀ ପହଞ୍ଚି ଉଦ୍ୟମ ଚଳାଇଛନ୍ତି।

ପାରିପାର୍ଶ୍ୱିକ ସ୍ଥିତିରୁ ଭାରସାମ୍ୟ ହରାଇ ଟ୍ରକ୍‌ଟି ପୋଲ ବାଡ଼ ଭାଙ୍ଗି ବିଳମ୍ବିତ ରାତିରେ ତଳକୁ ଖସି ପଡ଼ିଥିବା ଅନୁମାନ କରାଯାଉଛି। ଟ୍ରକ୍‌ରେ ଥିବା ଡ୍ରାଇଭର, ହେଲପର୍‌ଙ୍କ ସମ୍ପର୍କରେ କିଛି ଜଣାପଡ଼ିନି । ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ଓ  ଅଗ୍ନିଶନ ବାହିନୀ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।

ଏହି ବ୍ରିଜ୍‌ କଳାହାଣ୍ଡି ଓ ବଲାଙ୍ଗିର ମଧ୍ୟରେ ଯୋଗାଯୋଗର ମୁଖ୍ୟ ମାଧ୍ୟମ। ତେଣୁ ଟ୍ରକ୍‌ଟି କେଉଁଠୁ ବାହାରି କେଉଁ ଗନ୍ତବ୍ୟ ସ୍ଥଳକୁ ଯାଉଥିଲା, ତାହା ସ୍ପଷ୍ଟ ହୋଇପାରିନି।



from Odisha Reporter https://ift.tt/2VkMsSb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages