୫ ଅକ୍ଟୋବର, ଶନିବାର: ଆତ୍ମବିଶ୍ୱାସ ବଢ଼ିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 4, 2019

୫ ଅକ୍ଟୋବର, ଶନିବାର: ଆତ୍ମବିଶ୍ୱାସ ବଢ଼ିବ

ମେଷ: ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ମିଥୁନ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ପରିବାରରେ ହସଖୁସିର ପରିବେଶ ରହିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। ଆୟଠାରୁ ବ୍ୟୟ ଅଧିକ ହେବ।

ସିଂହ: ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ବାପାମା’ଙ୍କ ଆଶୀର୍ବାଦ ମିଳିବ। ମାଲିମକଦ୍ଦମାରେ ବିଜୟୀ ହେବେ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପିତାଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ତୁଳା: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଚାକିରିକ୍ଷେତ୍ରରେ ସହଯୋଗ ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ବିଚ୍ଛା: ମନ ଖୁସି ରହିବ। ଜଳାଶୟଠାରୁ ଦୂରେଇ ରୁହନ୍ତୁ। ଆତ୍ମବିଶ୍ୱାସ ବଢ଼ିବ।

ଧନୁ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହିତ ଦେଖାହୋଇପାରେ। ପରିବାରରେ ହସଖୁସିର ପରିବେଶ ରହିବ।

ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବିବାହ ସ୍ଥିର ହୋଇପାରେ।

କୁମ୍ଭ: ପେଟରେ ଯନ୍ତ୍ରଣା ଅନୁଭବ କରିବେ। ପଦୋନ୍ନତିର ଯୋଗ ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମୀନ: ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। ବିଦ୍ୟାର୍ଥୀମାନଙ୍କୁ ପାଠପଢ଼ାରେ ସଫଳତା ମିଳିବ। ଘରକୁ ଅତିଥି ଆସିପାରନ୍ତି।



from Odisha Reporter https://ift.tt/31OhZya

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages