ଆନନ୍ଦ ବଜାରରେ ମହାପ୍ରସାଦ ସେବନ ବେଳର ଫଟୋ ଭାଇରାଲ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 5, 2019

ଆନନ୍ଦ ବଜାରରେ ମହାପ୍ରସାଦ ସେବନ ବେଳର ଫଟୋ ଭାଇରାଲ୍

ପୁରୀ (ଓଡ଼ିଶା ରିପୋର୍ଟର): ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍ ହୋଇଛି। ଆନନ୍ଦ ବଜାରରେ ମହାପ୍ରସାଦ ସେବନ ବେଳେ ଫଟୋଟି ଉଠାଯାଇଛି, ଯାହା ଭାଇରାଲ୍ ହୋଇଛି। ମୋବାଇଲ୍‌ରେ ଏ ଫଟୋ ଉଠାଯାଇଛି। କଟକଣା ସତ୍ତ୍ୱେ ମନ୍ଦିର ଭିତରକୁ ସେମାନେ କିପରି ମୋବାଇଲ୍ ନେଇ ପଶିଗଲେ, ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି।

ସୂଚନାଯୋଗ୍ୟ, ଗତ ଜୁନ୍ ୨୦ ତାରିଖରେ ଶ୍ରୀମନ୍ଦିର ଜଗମୋହନରେ  ଚତୁର୍ଦ୍ଧା ମୂର୍ତ୍ତିଙ୍କ ପାଇଁ ପଇତା ତିଆରି ହେଉଥିବାର ଦୃଶ୍ୟ ଭାଇରାଲ୍‌ ହୋଇଥିଲା। ସୋଶାଲ୍ ମିଡିଆରେ ଜଣେ ପାଟରା ସେବାୟତ ଏହି ଦୃଶ୍ୟକୁ ଭାଇରାଲ୍ କରିଥିଲେ। ଏହି ଘଟଣା ସମ୍ପର୍କରେ ଜଣାପଡ଼ିବା ପରେ ସଂପୃକ୍ତ ପାଟରା ସେବାୟତଙ୍କୁ ପାଟରା ନିଯୋଗ ପକ୍ଷରୁ ନିଲମ୍ବନ କରାଯାଇଥିଲା।

 



from Odisha Reporter https://ift.tt/2ViFxZA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages