ଘର ସହ ଜିଅନ୍ତା ଜଳିଗଲେ ଯୁବକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 27, 2019

ଘର ସହ ଜିଅନ୍ତା ଜଳିଗଲେ ଯୁବକ

ଆନନ୍ଦପୁର(ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲା ସୋସୋ ଥାନା ଅନ୍ତର୍ଗତ ସଢ଼ା ଛକରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଘରଟି ସମ୍ପୂର୍ଣ୍ଣ ଜଳି ଯାଇଛି। ମୃତ ବ୍ୟକ୍ତିଙ୍କ ନାଁ ସୁକଦେବ ମୁଣ୍ଡା। ସେ ଆନନ୍ଦପୁର ତହସିଲରେ କନିଷ୍ଠ କିରାଣି ଭାବେ କାର୍ଯ୍ୟ କରନ୍ତି। ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। ପୁଲିସ୍ ଘଟଣାର ତଦନ୍ତ କରୁଛି।

ଗତକାଲି ବିଳମ୍ବିତ ରାତିରେ ସୁକଦେବ ଶୋଇଥିବା ବେଳେ ଘରେ ନିଆଁ ଲାଗିଯାଇଥିଲା। ନିଆଁରେ ପୋଡ଼ି ସେ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ।



from Odisha Reporter https://ift.tt/344MVuI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages