ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 17, 2019

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଡ୍ରେନେଜ୍ ଡିଭିଜନର ନିର୍ବାହୀ ଯନ୍ତ୍ରୀ ବସନ୍ତ ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। ତେବେ ତାଙ୍କ ବାସଭବନ ସମେତ ୭ଟି ଜାଗାରେ  ଭିଜିଲାନ୍ସ ଚଢ଼ଉ ଜାରି ରହିଛି ।

ବାଲେଶ୍ୱର ଜିଲ୍ଲାର ଶରିଷା ଗାଁ, ଶ୍ୱଶୁର ଓ ପୈତୃକଘର ସମେତ ଭୁବନେଶ୍ୱରରେ ଥିବା ତାଙ୍କର ଏକ ଫ୍ଲାଟ୍‌ରେ ମଧ୍ୟ ଚଢ଼ଉ ହୋଇଛି।

 



from Odisha Reporter https://ift.tt/2BianIH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages