୬ ଅକ୍ଟୋବର, ରବିବାର: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 5, 2019

୬ ଅକ୍ଟୋବର, ରବିବାର: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପିଲାଙ୍କ ପାଠପଢ଼ା ନେଇ ଚିନ୍ତିତ ରହିବେ।

ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ନୂତନୁ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମିଥୁନ: ଶୁଭ ଖବର ଶୁଣି ପାରନ୍ତି। ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ଘରକୁ ଅତିଥି ଆସିପାରନ୍ତି।

କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ସିଂହ: ହସଖୁସିରେ ସମୟ ବିତାଇବେ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ନୂତନ ପୋଷାକ କିଣିପାରନ୍ତି।

କନ୍ୟା: ଚିନ୍ତିତ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଇଶ୍ୱରଙ୍କୁ ଆରାଧନା କରନ୍ତୁ।

ତୁଳା:  ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।

ବିଚ୍ଛା: ଦିନଟି ଭଲରେ କଟିବ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ଧନପ୍ରାପ୍ତି ଯୋଗ ରହିଛି।

ଧନୁ: ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ମକର: ଗୁରୁତ୍ୱପୂର୍ଣ୍ଣ କାମ କରନ୍ତୁ ନାହିଁ। ଉଚ୍ଚ ପଦସ୍ଥ ଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ। ବ୍ରାହ୍ମଣଙ୍କୁ ହଳଦିଆ ବସ୍ତ୍ର ଦାନ କରନ୍ତୁ।

କୁମ୍ଭ:  ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଭାଗ୍ୟ ବୃଦ୍ଧି ହେବ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମୀନ: ଜୀବନସାଥୀଙ୍କ ସହଯୋଗ ମିଳିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ମାନ-ସମ୍ମାନ ବଢ଼ିବ।



from Odisha Reporter https://ift.tt/30R19gE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages