ଜଳିଗଲା କପଡ଼ା ଗୋଦାମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 20, 2019

ଜଳିଗଲା କପଡ଼ା ଗୋଦାମ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ସହରର ମୁଖ୍ୟ ମାର୍ଗରେ ଥିବା ଏକ କପଡ଼ା ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ୫ରୁ୭ ଲକ୍ଷର ଟଙ୍କାର ସମ୍ପତ୍ତି ପୋଡ଼ି ଭସ୍ମୀଭୂତ ହୋଇଯାଇଛି।
ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।
ତେବେ କପଡ଼ା ଦୋକାନରେ ଅଗ୍ନି ନିରାପତ୍ତା ଲାଗି କୌଣସି ପ୍ରକାର ବ୍ୟବସ୍ଥା ନଥିଲା ବୋଲି ଫାୟାର ଅଫିସର କହିଛନ୍ତି।



from Odisha Reporter https://ift.tt/2W0kwTQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages