ଦିନ ସାଢ଼େ ୧୦ଟା ଯାଏ ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 24, 2019

ଦିନ ସାଢ଼େ ୧୦ଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆଜି ବି କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

୧୧ଟି ଜିଲ୍ଲାବାସୀଙ୍କୁ ଦିନ ୧୦ଟା ୩୦ ଯାଏ ସତର୍କ ରହିବାକୁ  ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର,ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଭଦ୍ରକ, ବାଲେଶ୍ୱର ଓ ଢେଙ୍କାନାଳ।



from Odisha Reporter https://ift.tt/344QLnt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages