୧୬ ଅକ୍ଟୋବର,ବୁଧବାର: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, October 15, 2019

୧୬ ଅକ୍ଟୋବର,ବୁଧବାର: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି

ମେଷ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୁର୍ଘଟଣା ଯୋଗ ରହିଛି, ତେଣୁ ସତର୍କ ରୁହନ୍ତୁ।

ବୃଷ: ଉତ୍ସାହ ବୃଦ୍ଧି ହେବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

କର୍କଟ: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ସିଂହ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ମାଲି-ମକଦ୍ଦମାରେ ବିଜୟୀ ହେବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କନ୍ୟା: ଦିନଟି ଖୁସିରେ କଟିବ। ଘରକୁ ଅତିଥି ଆସିପାରନ୍ତି। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ତୁଳା: ପଦୋନ୍ନତିର ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ। ଶରୀର ସୁସ୍ଥ ରହିବ।

ବିଚ୍ଛା: ବ୍ୟବସାୟରେ ଆଶା ମୁତାବକୁ ଲାଭ ମିଳିବ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ଧନୁ: ବିବାହ ସ୍ଥିର ହୋଇପାରେ। ଘରେ ମାଙ୍ଗଳିକ କାର୍ଯ୍ୟ କରିପାରନ୍ତି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ମକର: ମାନ-ସମ୍ମାନ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

କୁମ୍ଭ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଘର ପାଇଁ ଜିନିଷ କିଣିପାରନ୍ତି । ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ମୀନ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଧନପ୍ରାପ୍ତି ଯୋଗ ରହିଛି।



from Odisha Reporter https://ift.tt/2BfHOvj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages