୧୨ କେଜି ଓଜନର ବଜ୍ରକାପ୍ତା ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 28, 2019

୧୨ କେଜି ଓଜନର ବଜ୍ରକାପ୍ତା ଉଦ୍ଧାର

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ପୁତନା ସଂରକ୍ଷିତ ଜଙ୍ଗଲରୁ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଏହାର ଓଜନ ପ୍ରାୟ ୧୨ କେଜି ହେବ। ବାହାର ରାଜ୍ୟକୁ ଚାଲାଣ ପାଇଁ  ଦୁର୍ବୃତ୍ତମାନେ ଏହି ବଜ୍ରକାପ୍ତାକୁ ଜଙ୍ଗଲ ମଧ୍ୟରେ ଲୁଚାଇ ରଖିଥିଲେ।

ଗତକାଲି ସନ୍ଧ୍ୟାରେ ବୌଦ୍ଧ ରେଂଜ ଅଫିସର ଆଶିଷ କହଁରଙ୍କ ନେତୃତ୍ୱରେ ଏକ ଟିମ୍‌ ପୁତନା ସଂରକ୍ଷିତ ଜଙ୍ଗଲରେ ଚଢ଼ଉ କରିଥିଲେ। ଚଢ଼ଉ ବେଳେ ବଜ୍ରକାପ୍ତାକୁ ଉଦ୍ଧାର କରିଥିଲେ।



from Odisha Reporter https://ift.tt/32X2owD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages