ଦିନ ୧୧ଟା ଯାଏ ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 19, 2019

ଦିନ ୧୧ଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧୧ଟା ପର୍ଯ୍ୟନ୍ତ ୬ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି।



from Odisha Reporter https://ift.tt/31tWxNS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages