କାଳୀ ମନ୍ଦିର ନିକଟ କୂଅରୁ ମିଳିଲା ମୃତଦେହ; ବଳି ସନ୍ଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 30, 2019

କାଳୀ ମନ୍ଦିର ନିକଟ କୂଅରୁ ମିଳିଲା ମୃତଦେହ; ବଳି ସନ୍ଦେହ

କଣ୍ଟାବାଞ୍ଜି(ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ସାଲେପଡ଼ା ଗାଁରେ ଜଣେ ବ୍ୟକ୍ତିଙ୍କୁ ବଳି ଦିଆଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାଁ ଭୁଜବଲ ମାଝୀ। ତାଙ୍କ ଘର ତୁରେକେଲା ବ୍ଲକ୍‌ ଅନ୍ତର୍ଗତ ମାନ୍ଦଲା ଗାଁରେ।

ଗତକାଲି ଭୁଜବଲଙ୍କ ମୃତଦେହ ସାଲେପଡ଼ା ଗାଁରେ ଥିବା କାଳୀ ମନ୍ଦିର ନିକଟସ୍ଥ କୂଅ ଭିତରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା।

ତେବେ ଭୁଜବଲଙ୍କୁ ସାଲେପଡ଼ା ଗାଁର ଜଣେ ବାବା ବଳି ଦେଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।



from Odisha Reporter https://ift.tt/2PxtAOT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages