ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବିଜୟା ଦଶମୀ। ଅସତ୍ୟ ଉପରେ ସତ୍ୟର ଏବଂ ଅଧର୍ମ ଉପରେ ଧର୍ମର ବିଜୟର ପର୍ବ ବିଜୟା ଦଶମୀ। ଏଥିପାଇଁ ସାରା ରାଜ୍ୟ ଉତ୍ସବମୁଖର। ରାଜ୍ୟର ସମସ୍ତ ପୂଜା ମଣ୍ଡପଗୁଡ଼ିକ ଚଳଚଞ୍ଚଳ ରହିଛି।
ମନ୍ତ୍ରପାଠ ଓ ପୂଜାର୍ଚ୍ଚନାରେ କମ୍ପୁଛି ପୂଜା ମଣ୍ଡପ। ସକାଳୁ ସକାଳୁ ଶ୍ରଦ୍ଧାଳୁ ମଧ୍ୟ ମଣ୍ଡପ ନିକଟରେ ଲାଇନ ଲଗାଇଛନ୍ତି। ଆଜି କିଛି ପୂଜା ମଣ୍ଡପରେ ସିନ୍ଦୁର ଖେଳ ପରମ୍ପରା ମଧ୍ୟ ରହିଛି।
ବିଜୟା ଦଶମୀ ଅବସରରେ ଆଜି ମହାପ୍ରଭୁ ସୁନାବେଶ ବା ରାଜାଧିରାଜ ବେଶରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ।
from Odisha Reporter https://ift.tt/2Iw7jwi
No comments:
Post a Comment