ଅଗ୍ନିକାଣ୍ଡରେ ୩ଟି ପରିବାର ସର୍ବସ୍ୱାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 21, 2019

ଅଗ୍ନିକାଣ୍ଡରେ ୩ଟି ପରିବାର ସର୍ବସ୍ୱାନ୍ତ

ଭଦ୍ରକ(ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ୍‌ ଆଡ଼ିଆ ପଞ୍ଚାୟତର ଅଗିରାଗାଡ଼ିଆ ଗାଁରେ ଗତକାଲି ଵିଳମ୍ଵିତ ରାତିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି। ଏଥିରେ ୩ ଟି ପରିବାରର ୧୫ ବଖରା ଘର, ୧୦ଟି ଛେଳି ଓ ୬ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଵିଦ୍ୟୁତ୍‌ ସଟ୍‌ସର୍କିଟ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।

ଖବର ପାଇ ଆଗରପଡ଼ାରୁ ଅଗ୍ନିଶମ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲେ। ତେବେ ନିଆଁକୁ ଆୟତ୍ତ କରିବା ବେଳକୁ ୩ଟି ପରିବାର ସର୍ବସ୍ୱାନ୍ତ ହୋଇସାରିଥିଲେ।



from Odisha Reporter https://ift.tt/31Aqj3F

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages