‘ବୁଲ୍‌ବୁଲ୍‌‘ ପ୍ରଭାବ; ରାଜନଗରରେ ସର୍ବାଧିକ ବର୍ଷା ରେକର୍ଡ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 8, 2019

‘ବୁଲ୍‌ବୁଲ୍‌‘ ପ୍ରଭାବ; ରାଜନଗରରେ ସର୍ବାଧିକ ବର୍ଷା ରେକର୍ଡ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ‘ବୁଲ୍‌ବୁଲ୍‌‘ ପ୍ରଭାବରେ କେନ୍ଦ୍ରାପଡ଼ା ରାଜନଗରରେ ସର୍ବାଧିକ ବର୍ଷା ହୋଇଥିବା ସୂଚନା ମିଳିଛି। ୨୪ ଘଣ୍ଟା ଭିତରେ ରାଜନଗରରେ ୧୮୦ ମିମି ବର୍ଷା ରେକର୍ଡ କରାଯାଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ  ହାରାହାରି ୭୫.୬ ମିମି ବର୍ଷା  ରେକର୍ଡ ହୋଇଥିବା ବେଳେ ଭଦ୍ରକ ଚାନ୍ଦବାଲିରେ ୧୫୦ ମିମି ବର୍ଷା ରେକର୍ଡ ହୋଇଛି। କେନ୍ଦ୍ରାପଡ଼ା ରାଜକନିକାରେ ୧୩୬ ମିମି ବର୍ଷା,  ଜଗତସିଂହପୁରରେ ୧୦୦ ମିମି ବର୍ଷା ରେକର୍ଡ କରାଯାଇଛି।

ବର୍ଷା ଓ ପବନ ଯୋଗୁ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି।  କିଛି ଘରର ଆଜବେଷ୍ଟସ୍ ଓ ଚାଳ ଉପରେ ଗଛ ପଡ଼ିବାରୁ ତାହା କ୍ଷତିଗ୍ରସ୍ତ ହୋଇଛି। ଗଛ କାଟି ରାସ୍ତା ସଫା କରିବାରେ ବିଳମ୍ବ ହେବାରୁ ସ୍ଥାନୀୟ ଲୋକେ ହଇରାଣର ସମ୍ମୁଖିନ ହେଉଛନ୍ତି।



from Odisha Reporter https://ift.tt/2WU9v74

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages