ଆଜି ବସିବ ମନ୍ତ୍ରୀ ପରିଷଦ ବୈଠକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 7, 2019

ଆଜି ବସିବ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ବସିବ। ଏଥିରେ ଅତିରିକ୍ତ ବଜେଟ୍ ବ୍ୟୟ ବରାଦକୁ ମନ୍ତ୍ରୀ ପରିଷଦର ମଞ୍ଜୁରୀ ମିଳିବ।

ଆସନ୍ତା ୧୩ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେଉଥିବାରୁ ଏହି ବୈଠକର ଗୁରୁତ୍ୱ ରହିଛି। ବିଧାନସଭା ଅଧିବେଶନର ପ୍ରଥମ ଦିନରେ ଅତିରିକ୍ତ ବଜେଟ୍ ଆଗତ ହେବ।



from Odisha Reporter https://ift.tt/36GLWmC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages