ଟ୍ରେନରେ କଟିଗଲେ ନରେଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 21, 2019

ଟ୍ରେନରେ କଟିଗଲେ ନରେଶ

ରାଇରଙ୍ଗପୁର(ରାଜେଶ ଶର୍ମା): ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ରେଳ ଷ୍ଟେସନରେ ଟ୍ରେନରେ କଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ନରେଶ ମହାନ୍ତି। ତାଙ୍କ ବୟସ ୬୦ବର୍ଷ।

ଆଜି ସକାଳେ ନରେଶ ରେଳ ଟ୍ରାକ୍‌ ପାର୍ଶ୍ୱରେ  ଠିଆ ହୋଇଥିବା ବେଳେ ଟାଟା- ବାଦାମପାହାଡ଼ ପାସେଞ୍ଜର ତାଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/37u6U8A

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages