ହୃଦାନନ୍ଦଙ୍କୁ କଚାଡ଼ି ଦେଲା ହାତୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 4, 2019

ହୃଦାନନ୍ଦଙ୍କୁ କଚାଡ଼ି ଦେଲା ହାତୀ

କାମାକ୍ଷାନଗର (ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା ଶାଳୁଆ ଛକ ନିକଟରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହୃଦାନନ୍ଦ ମଲ୍ଲିକ। ତାଙ୍କ ଘର ତୁମୁସିଙ୍ଗା ଥାନା ଗୋଦରବିଲି ଗାଁରେ।

ଆଜି ଭୋରରେ ହୃଦାନନ୍ଦ ଶୌଚ ପାଇଁ ସୋଗର ଶାଳୁଆ ଛକ ଆଡ଼କୁ ଯାଇଥିଲେ। ଏହି ସମୟରେ ସେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀଟି ତାଙ୍କୁ କଚାଡ଼ି ଦେଇଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।



from Odisha Reporter https://ift.tt/2Cf9pgQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages