୭ ନଭେମ୍ବର ଗୁରୁବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 6, 2019

୭ ନଭେମ୍ବର ଗୁରୁବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ଦିନଟି ଭଲରେ କଟିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ବାପାଙ୍କ ସହଯୋଗ ମିଳିବ।

ବୃଷ: ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ମିଥୁନ: ଅସୁସ୍ଥ ଅନୁଭବ କରିପାରନ୍ତି।  ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

କର୍କଟ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ।

ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଅଳସୁଆ ଅନୁଭବ କରିବେ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

କନ୍ୟା: ପରିବାରରେ ହସଖୁସିର ପରିବେଶ ରହିବ। ମନ ଖୁସି ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ

ତୁଳା: ବୌଦ୍ଧିକ ଚର୍ଚ୍ଚାରେ ଭାଗ ନେଇ ପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ମାନ-ସମ୍ମାନ ମିଳିବ।

ବିଚ୍ଛା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ଧନୁ: ଆଧ୍ୟାତ୍ମକ ସ୍ଥାନକୁ ଯାଇପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମାନ-ସମ୍ମାନ ମିଳିବ।

ମକର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

କୁମ୍ଭ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଉପହାର ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

ମୀନ: ଋଣ ଦିଅନ୍ତୁ ନାହିଁ। ମନରେ ଏକାଗ୍ରତା ରହିବ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

 

 



from Odisha Reporter https://ift.tt/2rdt3az

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages