ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ସୋନା ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 6, 2019

ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ସୋନା ଗିରଫ

ରାଉରକେଲା(ଓଡ଼ିଶା ରିପୋର୍ଟର): ରାଉରକେଲା ଲାଠିକଟା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ପୁଲିସ୍‌ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତର ନାଁ ସୋନା ଅନସାରୀ।

ଗତ ୫ ତାରିଖ ରାତିରେ ପୀଡ଼ିତାଙ୍କ ପରିବାର ପକ୍ଷରୁ ଏନେଇ ଥାନାରେ ଅଭିଯୋଗ କରାଯାଇଥିଲା। ଏହାପରେ ଗତକାଲି ପୁଲିସ୍‌ ସୋନାକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଅଭିଯୁକ୍ତ ନାଁରେ ପୂର୍ବରୁ ବିଭିନ୍ନ ଅପରାଧିକ ମାମଲା ରହିଛି।



from Odisha Reporter https://ift.tt/2NpoBOI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages