ରାଉରକେଲାରେ ଜିଏସ୍‌ଟି ଚଢ଼ଉ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 25, 2019

ରାଉରକେଲାରେ ଜିଏସ୍‌ଟି ଚଢ଼ଉ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି):ରାଉରକେଲାର ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଜିଏସ୍‌ଟି ବିଭାଗ ପକ୍ଷରୁ ଚଢ଼ଉ ଜାରି ରହିଛି। ଗତକାଲି ସହରର ୫ଟି ଶିଳ୍ପାନୁଷ୍ଠାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ  ଚଢ଼ଉ କରାଯାଇଥିଲା। ଏଥିସହ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଥିବା ବେଳେ ଦୁଇ ଜଣ ବ୍ୟବସାୟୀଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଇଛି।

ଆଜି ସକାଳୁ ପୁଣି ଜିଏସ୍‌ଟି ବିଭାଗର ୪ଟି ଟିମ୍ ସହରର କେତେକ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଚଢ଼ଉ କରୁଛି।



from Odisha Reporter https://ift.tt/2XWwDCx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages