ଭାରସାମ୍ୟ ହରାଇ ପାହାଡ ତଳକୁ ଖସି ପଡ଼ିଲା ବସ୍, ୧୮ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 27, 2019

ଭାରସାମ୍ୟ ହରାଇ ପାହାଡ ତଳକୁ ଖସି ପଡ଼ିଲା ବସ୍, ୧୮ ମୃତ

କାଠମାଣ୍ଡୁ: ଭାରସାମ୍ୟ ହରାଇ ପାହାଡ଼ ତଳକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍। ଏଯାଏ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ଆଗକୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ସୂଚନା ରହିଛି। ଗତକାଲି ସଂଧ୍ୟାରେ ନେପାଳର ଅର୍ଘଖାଞ୍ଚି ଜିଲ୍ଲାର ସନ୍ଧିଖାର୍କରେ ଏହି ଦୁର୍ଘଟଣା ଘଟିଛି।

ନେପାଳ ପୁଲିସର ମୁଖପାତ୍ର ନବରାଜ ପୋଖରେଲ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଜାତୀୟ ରାଜପଥ ୫ରେ ଏହି ଦୁର୍ଘଟଣା ଘଟିଛି। ଆହତ ଏବଂ ମୃତକଙ୍କ ଉଦ୍ଧାର କାର୍ଯ୍ୟ ଚାଲିଛି। ଏଯାଏ ୧୮ଜଣଙ୍କ ମୃତ ଦେହ ଉଦ୍ଧାର ହୋଇଛି। ସମସ୍ତ ଆହତଙ୍କୁ ବୁଟଓ୍ୱାଲା ହସ୍ପିଟାଲକୁ ପଠାଇ ଦିଆଯାଇଛି।



from Odisha Reporter https://ift.tt/35DXGF6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages